ରାଜ୍ୟରେ ସର୍ବାଧିକ ସଂକ୍ରମିତ ଚିହ୍ନଟ, ୮ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ । ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ସଂକ୍ରମିତ । ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୫୬୧ଟି ପଜିଟିଭ୍ ମାମଲା ଆସିଥିବା ବେଳେ ୪୨୫ଟି କେସ୍ କ୍ୱାରେଣ୍ଟାଇନରୁ ଓ ଅବଶିଷ୍ଟ ୧୩୬ଟି ମାମଲା ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି । ଗଞ୍ଜାମରୁ ସର୍ବାଧିକ ୨୮୩ ଜଣ … Continue reading ରାଜ୍ୟରେ ସର୍ବାଧିକ ସଂକ୍ରମିତ ଚିହ୍ନଟ, ୮ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା