ରାଜ୍ୟରେ ଆଉ ୧୩୮ଟି ନୂଆ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ୧୮ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୩୮ । ୧୨୫ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ କରୋନା ପଜିଟିଭ କେସ୍ ୨୯ଶହ ଟପିଛି । । ଏବେ ଯାଏଁ ରାଜ୍ୟରେ ୧୯୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ … Continue reading ରାଜ୍ୟରେ ଆଉ ୧୩୮ଟି ନୂଆ ସଂକ୍ରମିତ ଚିହ୍ନଟ
Copy and paste this URL into your WordPress site to embed
Copy and paste this code into your site to embed