ରାଜ୍ୟରେ ପୁଣି ୩୦୪ ସଂକ୍ରମିତ ଚିହ୍ନଟ
ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଦିନକରେ ସର୍ବାଧିକ କରୋନା ସଂକ୍ରମିତଙ୍କ ସଂଖ୍ୟା ସାମ୍ନାକୁ ଆସିଛି । ଗତ ୨୪ ଘଣ୍ଟାରେ ୩୦୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭୨ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୨ଜଣ ସ୍ଥାନୀୟ ଲୋକ କରୋନା ସଂକ୍ରମିତ ହୋଇଛନ୍ତି । ଏଥିସହ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ପାର୍ କରିଛି । ସେହିଭଳି ରାଜ୍ୟରେ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଉଛି … Continue reading ରାଜ୍ୟରେ ପୁଣି ୩୦୪ ସଂକ୍ରମିତ ଚିହ୍ନଟ
Copy and paste this URL into your WordPress site to embed
Copy and paste this code into your site to embed