ଖୋର୍ଦ୍ଧା ଜିଲ୍ଲାରେ ଅଣାୟତ ହେଉଛି କରୋନା, ରାଜ୍ୟରୁ ୩୯୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ପ୍ରତିଦିନ ରେକର୍ଡ଼ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩୯୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୨୩୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ ରହିଛି ୧୬୩୭ । ତେବେ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟରେ ଏବେ ୧ ଳକ୍ଷ ୪୩ ହଜାର ୧୧୭ରେ … Continue reading ଖୋର୍ଦ୍ଧା ଜିଲ୍ଲାରେ ଅଣାୟତ ହେଉଛି କରୋନା, ରାଜ୍ୟରୁ ୩୯୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ
Copy and paste this URL into your WordPress site to embed
Copy and paste this code into your site to embed