ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ହଜାର ୫ଶହ ୨୬କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦିନକୁ ଦିନ ରେକର୍ଡ ଭାଙ୍ଗିବାରେ ଲାଗିଛି କରୋନା । ଦିନ ଯେତେ ବଢୁଛି ସେତେ ନୂଆ ସଂକ୍ରମିତ ଚିହ୍ନଟ ହେବାରେ ଲାଗୁଛନ୍ତି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୫୬ଜଣ ସଂକ୍ରମିତ । ଏମଧ୍ୟରୁ ୩୦୯ଟି କେସ୍ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନ ହୋଇଥିବା ବେଳେ ଅବଶିଷ୍ଟ ୧୪୭ଟି ମାମଲା ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ … Continue reading ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ହଜାର ୫ଶହ ୨୬କୁ ବୃଦ୍ଧି
Copy and paste this URL into your WordPress site to embed
Copy and paste this code into your site to embed