ରାଜ୍ୟରେ ଆଉ ନୂଆ ୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାକୁ ପୁଣି ଘାରିଲା କରୋନା ଚିନ୍ତା । ଆଜି ରାଜ୍ୟରେ ଆଉ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ କଲ୍ୟାଣ ବିଭାଗ ସୂଚନା ଅନୁସାରେ ଏବେ ରାଜ୍ୟରେ ମୋଟ୍ ୫୧ ଆକ୍ଟିଭ୍ କେସ୍ ରହିଛି । ସଂକ୍ରମିତଙ୍କ ସଂଖ୍ୟା ୮୨ ରେ ପହଞ୍ଚଥିବା ବେଳେ ରାଜ୍ୟରେ ସଂକ୍ରମଣ ରୋକିବାକୁ ଜୋରସୋର୍‌ରେ  ଟ୍ରାକିଂ ଓ ଟ୍ରେସିଂ କାମ ଆରମ୍ଭ … Continue reading ରାଜ୍ୟରେ ଆଉ ନୂଆ ୩ କରୋନା ପଜିଟିଭ ଚିହ୍ନଟ