ସରିଲା ନବଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ: ରତ୍ନବେଦୀରେ ବିରାଜିଲେ ମହାପ୍ରଭୁ
ପୁରୀ: ମନ୍ଦିର ବାହାରେ ସରିଲା ମହାପ୍ରଭୁଙ୍କ ଲୀଳା ଖେଳା । ନବଦିନାତ୍ମକ ଯାତ୍ରା ସାରି ନୀଳକନ୍ଦରକୁ ଫେରିଲେ ନୀଳାଦ୍ରିନାଥ । ଆଜି ପୁଣି ସଅଳ ନୀତିକାନ୍ତି କରି ଇତିହାସ ରଚିଲେ ସେବାୟତ । ସଂଧ୍ୟା ଧୂପ ସରିବା ପରେ ଆରମ୍ଭ ହୋଇଥିଲା ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି । ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରିଥିଲେ ସୂଦର୍ଶନ, ବଳଭଦ୍ର ଓ ସୁଭଦ୍ରା । ତେବେ ଶ୍ରୀଜଗନ୍ନାଥ ଯିବାବେଳେ ସିଂହଦ୍ୱାରା ବନ୍ଦ ହୋଇଥିଲା ।ତେବେ ରସଗୋଲା ଦେଇ ମାତା ଲକ୍ଷ୍ମୀଙ୍କ ମାନଭଞ୍ଜନ … Continue reading ସରିଲା ନବଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ: ରତ୍ନବେଦୀରେ ବିରାଜିଲେ ମହାପ୍ରଭୁ
Copy and paste this URL into your WordPress site to embed
Copy and paste this code into your site to embed