ନବୀନଙ୍କ ବିପର୍ଯ୍ୟୟ ପ୍ରବନ୍ଧନ ନୀତିକୁ ଅନୁକରଣ କରୁଛି ପୂରା ଭାରତ

ପୁଣି ଜାତୀୟସ୍ତରରେ ହିରୋ ପାଲଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶକୁ ଦେଲେ ଦିଗଦର୍ଶନ । ଡିଜାଷ୍ଟର ମ୍ୟାନେଜମେଣ୍ଟର ଗୁରୁ ହେଲେ ମୁଖ୍ୟମନ୍ତ୍ରୀ । ନବୀନଙ୍କ ମନ୍ତ୍ର ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୋଭିଡ୍‌-19 ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଦେଶକୁ ସୁରକ୍ଷା ମନ୍ତ୍ର ଦେଇଥିଲେ ନବୀନ । କରୋନା ପାଇଁ ଆତଙ୍କିତ ନହୋଇ ସାମାଜିକ ଦୂରତା ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କରୋନାକୁ ରାଜ୍ୟ ବିପତ୍ତି ଘୋଷଣା କରିଥିଲେ । ଏନେଇ ପ୍ରଧାନମନ୍ତ୍ରୀଙ୍କୁ … Continue reading ନବୀନଙ୍କ ବିପର୍ଯ୍ୟୟ ପ୍ରବନ୍ଧନ ନୀତିକୁ ଅନୁକରଣ କରୁଛି ପୂରା ଭାରତ