spot_img

Latest Posts

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ବର: କୋଭିଡ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା। କୋଭିଡ ଟେଷ୍ଟିଙ୍ଗ ବଢିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ରୋଗୀ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି। ଜାତୀୟସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି ୯୨ ପ୍ରତିଶତରୁ ଅଧିକ ହୋମ ଆଇସୋଲେସନରେ ଅଛନ୍ତି, କୋଭିଡ ପାଇଁ ମେଡିକାଲରେ ଆଡମିଟ ହେବା ବହୁତ କମ। ସ୍ଥିତି ଉପରେ ନଜର ରଖାଯାଇଛି ।

Latest Posts

Don't Miss