କମୁଛି ସଂକ୍ରମଣ ସଂଖ୍ୟା, ୨୪ ଘଣ୍ଟାରେ ୧୯୩୧ଟି ନୂଆ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩୧ ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮୧୧ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୧୧୨୦ ଟି ମାମଲା କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Covid-19 Report For 20th October New Positives Cases: 1931In quarantine: 1120Local contacts: 811 (Details of local contacts will … Continue reading କମୁଛି ସଂକ୍ରମଣ ସଂଖ୍ୟା, ୨୪ ଘଣ୍ଟାରେ ୧୯୩୧ଟି ନୂଆ ସଂକ୍ରମିତ