ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା,୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧୧ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଆଉ ୫୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏଥିସହ ମୋଟ୍‌ ଆକ୍ରାନ୍ତ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି । ସେପଟେ ପୁଣି ଏକ ମୁଣ୍ଡ ନେଇଛି ଭୁତାଣୁ । ଗଞ୍ଜାମରେ ସୁରତ ଫେରନ୍ତା ୮୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକଙ୍କର ଉଚ୍ଚରକ୍ତଚାପ ସହ ଅନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲା।  ଏଥିସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି। ଏଥିସହିତ ଗଞ୍ଜାମ … Continue reading ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା,୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା