ରାଜ୍ୟରେ ୨୨୫ ସଂକ୍ରମିତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୯୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ୍ ଉପର ମୁହାଁ । ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୂର୍ବର ସବୁ ରେକର୍ଡ ଭାଙ୍ଗିଛି ଆଜିର ସଂକ୍ରମିତ ସଂଖ୍ୟା । ପୂର୍ବରୁ ସଂକ୍ରମିତଙ୍କ ସଂଖ୍ୟା ଶହେ ପାର ହେଉଥିବା ବେଳେ ଆଜି ଦୁଇ ଶହ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୨୫ କରୋନା ସଂକ୍ରମିତ ।  ଗତକାଲି ରାଜ୍ୟରେ ୧୧୨ଟି କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏବେ ୨୨୫ … Continue reading ରାଜ୍ୟରେ ୨୨୫ ସଂକ୍ରମିତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୯୨ ସଂକ୍ରମିତ ଚିହ୍ନଟ