ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ…୧୧୯କୁ ବୃଦ୍ଧି ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ୧୧୯କୁ ବୃଦ୍ଧି ପାଇଛି କରୋନା ପଜିଟିଭଙ୍କ ସଂଖ୍ୟା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଏନେଇ ସୂଚନା ଆସିଛି । ସଂକ୍ରମିତ ବ୍ୟକ୍ତି ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣା ପଡିଛି । ଏବେ ଓଡିଶାରେ ମୋଟ୍ ୮୦ଟି ଆକ୍ଟିଭ୍ କେସ ରହିଛି । ୩୮ ଜଣ ସୁସ୍ଥ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଗତ କାଲି … Continue reading ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ…୧୧୯କୁ ବୃଦ୍ଧି ହେଲା ଆକ୍ରାନ୍ତଙ୍କ ସଂଖ୍ୟା