ଗଞ୍ଜାମରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ… ରାଜ୍ୟରେ ମୋଟ୍ ସଂକ୍ରମିତ ସଂଖ୍ୟା ୧୭୦କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟର ଗଞ୍ଜାମ ଜିଲ୍ଲାରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରେ ଏନେଇ ସୂଚନା ଦିଆଯାଇଛି । ଏଥିସହ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ମୋଟ୍ ୧୦୯ଟି ଆକ୍ଟିଭ କେସ ରହିଛି । ଗତ ୨ ତାରିଖରେ ଗଞ୍ଜାମ ଜିଲ୍ଲାରୁ ୨ଜଣ କରୋନା ପଜିଟିଭଙ୍କୁ ଚିହ୍ନଟ … Continue reading ଗଞ୍ଜାମରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ… ରାଜ୍ୟରେ ମୋଟ୍ ସଂକ୍ରମିତ ସଂଖ୍ୟା ୧୭୦କୁ ବୃଦ୍ଧି
Copy and paste this URL into your WordPress site to embed
Copy and paste this code into your site to embed