ଭଦ୍ରକରେ ଜଣେ କରୋନା ପଜିଟିଭ୍ ଚିହ୍ନଟ….ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ । ଏହି ସଂକ୍ରମିତ ଜଣକ ଭଦ୍ରକରୁ ବୋଲି ଜଣାପଡିଛି । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଫଳରେ ଭଦ୍ରକ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ନୂଆ ପଜିଟିଭ୍‌ ଜଣକ ୪୦ ବର୍ଷୀୟ ପୁରୁଷ। ତାଙ୍କର ବେଙ୍ଗଲ୍‌ ଲିଙ୍କ ରହିଥିବା ଜଣାପଡିଛି। ତେବେ ସେ କାହା … Continue reading ଭଦ୍ରକରେ ଜଣେ କରୋନା ପଜିଟିଭ୍ ଚିହ୍ନଟ….ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦କୁ ବୃଦ୍ଧି