ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଆଉ ଏକ ରିପୋର୍ଟ ପଜିଟିଭ ଆସିଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏହି ବ୍ୟକ୍ତି ଜଣକ ଯାଜପୁରର ବୋଲି ଜଣାପଡିଛି । ପୂର୍ବରୁ ମଧ୍ୟ ଯାଜପୁରର ଜଣେ ସଂକ୍ରମିତ ହୋଇଥିଲେ ହେଲେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ଯାଜପୁରର ଆଉ ଜଣେ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି । ମୋଟ୍‌ ୪ ହଜାର ୭୩୪ଟି ସାମ୍ପଲ ପରୀକ୍ଷା କରାଯାଇଥିବା ବେଳେ … Continue reading ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ