ମୋଦି କ୍ୟାବିନେଟ୍ ପାସ କଲା ଦୁଇ ଅଧ୍ୟାଦେଶ,କୃଷକଙ୍କ ପାଇଁ ‘ଗୋଟିଏ ଦେଶ ଗୋଟିଏ ବଜାର’ ନୀତି
ନୂଆଦିଲ୍ଲୀ: କରୋନା ଭାଇରସ ସଂକଟ ଭିତରେ ଆଜି ପୁଣିଥରେ କେନ୍ଦ୍ର କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ସକାଳ ୧୧ଟାରେ ଆରମ୍ଭ ହୋଇଥିବା ବୈଠକ ଦୁଇ ଘଣ୍ଟା ଧରି ଚାଲିଥିଲା । ବୈଠକରେ ଦୁଇଟି ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଥିଲା । ଏବେ କୃଷକ ନିଜ ଫସଲକୁ ସିଧା ବିକ୍ରି କରି ପାରିବେ । ଦେଶରେ କୃଷକଙ୍କ ପାଇଁ ଗୋଟିଏ ଦେଶ,ଗୋଟିଏ ବଜାର ବ୍ୟବସ୍ଥା ରହିବ । ଏହି ସମସ୍ତ ନିଷ୍ପତ୍ତି ବାବଦରେ ଅପରାହ୍ନ ୪ଟାରେ ସାମ୍ବାଦିକ ସମ୍ମିଳନୀରେ … Continue reading ମୋଦି କ୍ୟାବିନେଟ୍ ପାସ କଲା ଦୁଇ ଅଧ୍ୟାଦେଶ,କୃଷକଙ୍କ ପାଇଁ ‘ଗୋଟିଏ ଦେଶ ଗୋଟିଏ ବଜାର’ ନୀତି
Copy and paste this URL into your WordPress site to embed
Copy and paste this code into your site to embed