ନୟାଗଡ଼ ପରୀ ହତ୍ୟା ମାମଲା, ଚାର୍ଜସିଟ୍‌ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୟାଗଡ଼: ନୟାଗଡ଼ ପରୀ ହତ୍ୟା ମାମଲାରେ ଚାର୍ଜସିଟ୍‌ ଦାଖଲ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜାନୁଆରୀ ୧୨ରେ ହେବ ବୋଲି ଜଣାପଡିଛି । ସୂଚନା ଅନୁସାରେ ପରୀ ହତ୍ୟା ଓ ଦୁଷ୍କର୍ମ ମାମଲାରେ ତଦନ୍ତ ଆଗେଇ ଥିବାରୁ ଚାର୍ଜସିଟ୍ ଦାଖଲ ପାଇଁ ଏସଆଇଟିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଅଧିକ ତଥ୍ୟ ପାଇଁ ପୁଣି ଥରେ ରିମାଣ୍ଡ ଆବେଦନ ହୋଇପାରେ। ସେପଟେ ଆଜି ଅଭିଯୁକ୍ତ ସରୋଜର ରିମାଣ୍ଡ ଅବଧି ସରୁଥିବା … Continue reading ନୟାଗଡ଼ ପରୀ ହତ୍ୟା ମାମଲା, ଚାର୍ଜସିଟ୍‌ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ