ପୁଣି ନିର୍ଭୟା ଦୋଷୀଙ୍କ ପାଇଁ ଆସିଲା ଡେଥ୍ ୱାରେଣ୍ଟ, ମାର୍ଚ୍ଚ ୩ ରେ ଝୁଲିବେ

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ରାୟ ଶୁଣାଇଲେ କୋର୍ଟ । ଜାରି ହେଲା ନିର୍ଭୟା ଦୋଷୀଙ୍କ ନୂଆ ଡେଥ୍‌ ୱାରେଣ୍ଟ । ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ନୂଆ ଡେଥ୍‌ ୱାରେଣ୍ଟ ପାଇଁ ପଟିଆଲା ହାଉସ୍‌ କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି । ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀ ମୁକେଶ, ବିନୟ, ପୱନ ଓ ଅକ୍ଷୟଙ୍କୁ ଫାଶୀ ଦେବା ପାଇଁ କୋର୍ଟ ରାୟ ଦେଇଛନ୍ତି । ଦୋଷୀଙ୍କୁ … Continue reading ପୁଣି ନିର୍ଭୟା ଦୋଷୀଙ୍କ ପାଇଁ ଆସିଲା ଡେଥ୍ ୱାରେଣ୍ଟ, ମାର୍ଚ୍ଚ ୩ ରେ ଝୁଲିବେ