କରୋନା ମୁକାବିଲା ପାଇଁ ଏକାଠି ହେଲେ କେନ୍ଦ୍ର ଓ ରାଜ୍ୟ, ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପ୍ରଶଂସା
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଏକାଠି ହୋଇଛନ୍ତି କେନ୍ଦ୍ର ଓ ରାଜ୍ୟ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି । ବିଦେଶ ଯାତ୍ରାରେ କଟକଣା ଲଗାଇଥିବାରୁ ପ୍ରଶଂସା କରିଛନ୍ତି । ଭାରତୀୟଙ୍କୁ ଏୟାର ଲିଫ୍ଟ ଓ SDRF ପଦକ୍ଷେପ ପାଇଁ ନବୀନ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥିସହ ପ୍ରଧାନମନ୍ତ୍ରୀଙ୍କୁ ମୁକାବିଲା କ୍ଷେତ୍ରରେ ନବୀନ ପଟ୍ଟନାୟକ … Continue reading କରୋନା ମୁକାବିଲା ପାଇଁ ଏକାଠି ହେଲେ କେନ୍ଦ୍ର ଓ ରାଜ୍ୟ, ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପ୍ରଶଂସା
Copy and paste this URL into your WordPress site to embed
Copy and paste this code into your site to embed