RBIର ବଡ ଘୋଷଣା: ରେପୋ ରେଟ୍ ହ୍ରାସ ହେତୁ ଶସ୍ତା ହୋଇପାରେ ଲୋନ୍‌,ଇଏମ୍‌ଆଇ ପାଇଁ ଆଉ ୩ ମାସ ମହଲତ

ନୂଆଦିଲ୍ଲୀ:  କରୋନା ସଙ୍କଟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପ୍ରାୟ ୨୧ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ରେପୋ ହାର ହ୍ରାସ କରିବାକୁ ଘୋଷଣା କରିଛନ୍ତି । କରୋନାରେ ବେହାଲ୍‌ ଅର୍ଥନୀତିକୁ ଟ୍ରାକ୍‌କୁ ଆଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା । ରେପୋ ରେଟ୍‌ ୪୦ ବେସିସ୍‌ ପଏଣ୍ଟ ହ୍ର।ସ ନେଇ ସୂଚନା ଦେଲେ ରିଜର୍ଭ ବ୍ୟାଙ୍କ … Continue reading RBIର ବଡ ଘୋଷଣା: ରେପୋ ରେଟ୍ ହ୍ରାସ ହେତୁ ଶସ୍ତା ହୋଇପାରେ ଲୋନ୍‌,ଇଏମ୍‌ଆଇ ପାଇଁ ଆଉ ୩ ମାସ ମହଲତ