ସୁପାରି କିଲରର ଫେସବୁକ ଷ୍ଟାଟସ : ବାକିଙ୍କୁ ଲଭ୍ ଲେଟର ମିଳେ, ଆମ ପାଇଁ FIR ଲେଖାଯାଏ
ଭୁବନେଶ୍ୱର: ରାଜଧାନୀର ସାମନ୍ତରାୟପୁରରେ ମିଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣାର ପର୍ଦ୍ଦଫାସ କରିଛି କମିଶନରେଟ୍ ପୋଲିସ । ବ୍ୟବସାୟିକ ଶତ୍ରୁତା ପାଇଁ ସୁପାରୀ କିଲରଙ୍କ ଦ୍ୱାରା ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ । ବ୍ୟବସାୟିକ ଶତ୍ରୁତା ପାଇଁ ରାଜା ବେହେରା ସୁପାରୀ ଦେଇଥିଲେ । ଏହି ମାମଲାରେ ପୂର୍ବରୁ ୬ ଜଣ ଗିରଫ ହୋଇସାରିଥିବା ବେଳେ ସୋମବାର ଆଉ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ମଧ୍ୟରୁ … Continue reading ସୁପାରି କିଲରର ଫେସବୁକ ଷ୍ଟାଟସ : ବାକିଙ୍କୁ ଲଭ୍ ଲେଟର ମିଳେ, ଆମ ପାଇଁ FIR ଲେଖାଯାଏ
Copy and paste this URL into your WordPress site to embed
Copy and paste this code into your site to embed