Employees Protest

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟ ଫାଟକ ସମ୍ମୁଖରେ କର୍ମଚାରୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ ୫ ଦଫା ଦାବି ନେଇ ଏହି ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡିଛି...