Gosani Yatra

ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୬ ତାରିଖରେ ସିଂହଦ୍ବାର ସମ୍ମୁଖରେ ହେବାକୁ ଥିବା ଗୋଷାଣୀ ଯାତ୍ରା ଉପରେ ଲାଗିଲା କଟକଣା । ସର୍ବସାଧାରଣଙ୍କ ଦର୍ଶନ...