Hockey India Sponsor

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ହକିକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି...