ଓଡ଼ିଶା ଭଦ୍ରକରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୦ବଖରା ଘର March 19, 2021 ଭଦ୍ରକ: ଚରମ୍ପା ବେଲମଳା ଗାଁରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୫ଟି ପରିବାରର ୧୦ ବଖରା ଘର ଓ ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ଜଳି ପୋଡ଼ି...