ଓଡ଼ିଶା ତାଜା ଖବର ମୁଖ୍ୟ ଖବର ୫ ହଜାର ୨୦୦ ସ୍କୋୟାର ଫୁଟ ପାର୍ଟ ପ୍ଲଟ ବିକିବା ପାଇଁ ହଟିଲା କଟକଣା June 11, 2025 ଭୁବନେଶ୍ୱର: ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଖୋଲିଲା । ଏବେ ୫ ହଜାର ୨୦୦ ସ୍କୋୟାର ଫୁଟ ପାର୍ଟ ପ୍ଲଟ ବିକିବା ପାଇଁ ସମସ୍ତ କଟକଣା...