Schools closed in Odisha

ଭୁବନେଶ୍ୱର: ସାରା ରାଜ୍ୟରେ ଏବେ ଅସମ୍ଭାଳ ତାତି। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳ ଓଡ଼ିଶାରେ ଅଗ୍ନୀବର୍ଷା ଅଧିକ ହେଉଛି। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ମିଳିବନି ନିସ୍ତାର।...