Trauma Care Centre

ଭୁବନେଶ୍ୱର: ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୁନିକ ଟ୍ରମା କେଆର୍ କେନ୍ଦ୍ର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ...