Triveni Amavasya

ଯାଜପୁର: ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ସ୍ୱନକ୍ଷତ୍ର । ପରମ୍ପରା ଅନୁଯାୟୀ ପାଳନ ହେଉଛି ମାଆଙ୍କ ଜନ୍ମୋତ୍ସବ ।...