ବୀରମିତ୍ରପୁରରେ ହାଜତ ମୃତ୍ୟୁ ଅଭିଯୋଗ ନେଇ ଉତ୍ତେଜନା… ଥାନା ଘେରିଲେ ଶତାଧିକ ଲୋକ

ବୀରମିତ୍ରପୁର: ସୁନ୍ଦରଗଡ଼ ଜିୁଲ୍ଲା ବୀରମିତ୍ରପୁର ଥାନାରେ ହାଜତ ମୃତ୍ୟୁ ଅଭିଯୋଗ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । କାର୍ଯ୍ୟାନୁଷ୍ଠାନ ଦାବିରେ ଥାନା ଘେରିଛନ୍ତି ଶତାଧିକ ଲୋକ । ସୂଚନା ଅନୁଯାୟୀ ବ୍ୟବସାୟୀ ପ୍ରଦୀପ କୁଣ୍ଡୁଙ୍କ ଅପହରଣ ଘଟଣାରେ ଗତକାଲି ଧରାପଡ଼ିଥିବା ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଵୀରମିତ୍ରପୁର ଅଞ୍ଚଳର ମହମ୍ମଦ ତାରିକ୍‌ ଅଟନ୍ତି । ତେବେ ଅପହରଣସ୍ଥଳରେ ତଦନ୍ତ ବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ ତାରିକ । ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ କୁଆଁରମୁଣ୍ଡା ଓ … Continue reading ବୀରମିତ୍ରପୁରରେ ହାଜତ ମୃତ୍ୟୁ ଅଭିଯୋଗ ନେଇ ଉତ୍ତେଜନା… ଥାନା ଘେରିଲେ ଶତାଧିକ ଲୋକ