ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ: ରାଜ୍ୟରେ ସଂକ୍ରମଣ ହ୍ରାସ ଭଲ ସଂକେତ
ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମନ୍ତ୍ରୀ ଓ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ କରୋନା ସଂକ୍ରମଣ ହାର କମୁଛି । ଏହା ଏକ ଭଲ ସଂକେତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ କାର୍ଯ୍ୟରତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ ସୁରୁଖୁରୁରେ ଚାଲିଛି । ଲକ୍ଡାଉନ ସମୟରେ ଚାଷୀମାନେ ସେମାନଙ୍କର ଉତ୍ପାଦିତ ସାମଗ୍ରୀର ପରିବହନ ତଥା କୃଷି କାର୍ଯ୍ୟ … Continue reading ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ: ରାଜ୍ୟରେ ସଂକ୍ରମଣ ହ୍ରାସ ଭଲ ସଂକେତ
Copy and paste this URL into your WordPress site to embed
Copy and paste this code into your site to embed