ଦେଶରେ କାୟା ବିସ୍ତାର କରିଚାଲିଛି କରୋନା, ୨୪ ଘଣ୍ଟାରେ ୨୦୦ରୁ ଅଧିକ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ ସଂଖ୍ୟା । କରୋନାରେ ୧୩ ଶହରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି । ଏଯାଏଁ କରୋନାରେ ୪୩ ଜଣଙ୍କର ଜୀବନ ଗଲାଣି । ଗତ ୨୪ ଘଣ୍ଟାରେ ୨ଶହରୁ ଅଧିକ ନୂଆ ମାମଲା ସାମନାକୁ ଆସିଛି । ମହାରାଷ୍ଟ୍ର ଓ କେରଳରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦ ଉପରେ ରହିଛି । ତେବେ ବର୍ତ୍ତମାନ ଦିଲ୍ଲୀ ସ୍ଥିତି ଉଦ୍‌ବେଗଜନକ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫ଟି ନୂଆ ମାମଲା … Continue reading ଦେଶରେ କାୟା ବିସ୍ତାର କରିଚାଲିଛି କରୋନା, ୨୪ ଘଣ୍ଟାରେ ୨୦୦ରୁ ଅଧିକ ନୂଆ ମାମଲା