ବଦଳିଲା ଟ୍ରମ୍ପଙ୍କ ସ୍ୱର: ପ୍ରଧାନମନ୍ତ୍ରୀ ମୋଦି ଓ ଭାରତୀୟଙ୍କୁ ଜଣାଇଲେ ଧନ୍ୟବାଦ

ନୂଆଦିଲ୍ଲୀ: ହାଇଡ୍ରୋକ୍ସିକ୍ଲୋରୋକୁଇନ୍ (HCQ)ର ରପ୍ତାନୀ  ଉପରୁ ପ୍ରତିବନ୍ଧକ ଉଠାଇଛି ଭାରତ । ମହାମାରୀ କରୋନା ଯୋଗୁଁ ଗମ୍ଭୀର ପରିସ୍ଥିତି ଦେଇ ଗତି କରୁଥିବା ଆମେରିକାକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ (HCQ)ରପ୍ତାନୀ ନେଇ ମଞ୍ଜୁରୀ ଦେଇଛନ୍ତି ଭାରତ ସରକାର । ଏହାପରେ ବଦଳିଛି ଆମେରିକା ରାଷ୍ଟ୍ରପତିଙ୍କ ସ୍ୱର । ଭାରତ ସରକାରଙ୍କ ଏଭଳି ନିଷ୍ପତ୍ତିରେ ବହୁତ ଖୁସି ହୋଇଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ବୁଧବାର ଦିନ ଟ୍ୱିଟ୍ କରି ଭାରତ ପ୍ରତି ତାଙ୍କ କୃତଜ୍ଞତା ଜ୍ଞାପନ କରିଛନ୍ତି  । ସେ … Continue reading ବଦଳିଲା ଟ୍ରମ୍ପଙ୍କ ସ୍ୱର: ପ୍ରଧାନମନ୍ତ୍ରୀ ମୋଦି ଓ ଭାରତୀୟଙ୍କୁ ଜଣାଇଲେ ଧନ୍ୟବାଦ