ଶିବାଜୀ ପାର୍କରେ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀର ଶପଥ ନେଲେ ଉଦ୍ଧବ ଠାକରେ

ମୁମ୍ୱାଇ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ମୁମ୍ବାଇର ଶିବାଜୀ ପାର୍କରେ ଶପଥ ଗ୍ରହଣ ସମାରୋହ ପାଇଁ ବିଶାଳ ଆୟୋଜନ କରାଯାଇଥିଲା । ଏଥିରେ ରାଜ୍ୟପାଳ ଭଗତ ସିଂହ କୋଶଓ୍ୱାରୀ ଉଦ୍ଧବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଠାକରେ ପରିବାରର ପ୍ରଥମ ବ୍ୟକ୍ତିଭାବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଉଦ୍ଧବ ଠାକରେ । ଏନସିପି, କଂଗ୍ରେସର ନେତା ମଧ୍ୟ ମନ୍ତ୍ରୀଭାବେ ଆଜି ଶପଥ ନେଇଛନ୍ତି । ଶିବସେନାର … Continue reading ଶିବାଜୀ ପାର୍କରେ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀର ଶପଥ ନେଲେ ଉଦ୍ଧବ ଠାକରେ