Skip to content

Categories

  • Budget
  • CBSE
  • Cinema
  • CWC2022
  • CWG 2022
  • Education
  • gujurat
  • Hockey world cup 2023
  • ICSE
  • Independence Day 2021
  • INDEPENDENCE DAY 2022
  • Independence Day 2023
  • Indian Railways
  • IPL
  • IPL 20-20
  • IPL 2024
  • NEET
  • Odisha
  • politics
  • rahul gandhi
  • railway
  • RATHYATRA 2021
  • Republic Day
  • State Board Exam
  • T20 WorldCup
  • ଅଜବ ଗଜବ
  • ଅନ୍ତର୍ଜାତୀୟ
  • ଅପରାଧ
  • ଉଚ୍ଚ ଶିକ୍ଷା
  • ଋଷ-ୟୁକ୍ରେନ ଯୁଦ୍ଧ
  • ଓଡ଼ିଶା
  • କରୋନା
  • କାହାଣୀ ୨୧
  • ଖେଳ
  • ଜୟ ଜଗନ୍ନାଥ
  • ଜାତୀୟ
  • ଜୀବନଚର୍ଯ୍ୟା
  • ଟେକ୍ନୋଲଜି
  • ଟୋକିଓ ଅଲମ୍ପିକ୍ସ
  • ତାଜା ଖବର
  • ଦୀପାବଳି
  • ଧର୍ମ
  • ପଞ୍ଚାୟତ ନିର୍ବାଚନ ୨୦୨୨
  • ପାଣିପାଗ
  • ପୌର ନିର୍ବାଚନ
  • ବାଣିଜ୍ୟ
  • ବାତ୍ୟା
  • ବିଶ୍ବକପ 2023
  • ଭାଇରାଲ୍
  • ଭିଡିଓ
  • ଭୋଟ୍ ଖଟି
  • ମଙ୍କିପକ୍ସ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରଥଯାତ୍ରା
  • ରାଜନୀତି
  • ରାଶିଫଳ
  • ଲେଖକ ସ୍ତମ୍ଭ
  • ଶିକ୍ଷା ଓ ନିଯୁକ୍ତି
  • ସ୍ଥାନୀୟ ପ୍ରସଙ୍ଗ
  • ସ୍ୱତନ୍ତ୍ର
  • ସ୍ୱାସ୍ଥ୍ୟ
  • ହାଇଲାଇଟ୍ ସମ୍ବାଦ
  • Facebook
  • Twitter
  • Youtube
  • Instagram
October 19, 2025
  • Facebook
  • Twitter
  • Youtube
  • Instagram

  • LIVE TV
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
    • ଋଷ-ୟୁକ୍ରେନ ଯୁଦ୍ଧ
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
    • CBSE
    • NEET
    • State Board Exam
    • ଉଚ୍ଚ ଶିକ୍ଷା
  • ରାଜନୀତି
  • ଖେଳ
    • IPL
    • IPL 20-20
    • T20 WorldCup
  • ଜୀବନଚର୍ଯ୍ୟା
    • ରାଶିଫଳ
    • ଧର୍ମ
      • ଦୀପାବଳି
    • ସ୍ୱାସ୍ଥ୍ୟ
      • କରୋନା
  • ଅପରାଧ
  • IPL 2025
  • ଲେଖକ ସ୍ତମ୍ଭ
  • Home
  • ଓଡ଼ିଶା
  • ଘର ଭିତରେ ଲହଡ଼ି ଭାଙ୍ଗୁଛି ପାଣି, ଭୋକରେ ପୁରା ପରିବାର
  • ଓଡ଼ିଶା
  • ହାଇଲାଇଟ୍ ସମ୍ବାଦ

ଘର ଭିତରେ ଲହଡ଼ି ଭାଙ୍ଗୁଛି ପାଣି, ଭୋକରେ ପୁରା ପରିବାର

May 29, 2025

ନନ୍ଦିଘୋଷ ବ୍ୟୁରୋ: ଦୁଇ ଦିନ ହେବ ଚୁଲି  ଜଳୁନି କି ପେଟକୁ ଦାନା ମୁଠେ ଯାଉନି । ଘର ଭିତରେ ଲହଡ଼ି ମାରୁଥିବା ବର୍ଷା ପାଣି ବୋହି ବୋହି ନୟାନ୍ତ ହେଲେଣି  ପୁରା ପରିବାର। ରାଜନୈତିକ ଚକ୍ରବ୍ୟୁହରେ ଫସିଥିବା ପରିବାର ପାଇଁ ଏବେ ଦାଉ ସାଧିଛି ଅଦିନିଆ ଲଘୁଚାପ ଜନିତ ବର୍ଷା । ଏମିତି ଘଟଣା ଦେଖିବାକୁ ମିଳିଛି ଚାନ୍ଦବାଲି ବ୍ଳକ ଖେରଙ୍ଗ ପଞ୍ଚାୟତ ଅନ୍ତର୍ଗତ ଖେରଙ୍ଗ ଗାଁରେ । ଚାନ୍ଦବାଲି ଅଞ୍ଚଳରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ବର୍ଷାଜଳ ନିଷ୍କାସନ ନହୋଇପାରି ଗାଁ ଦାଣ୍ଡରେ ସୃଷ୍ଟି ହୋଇଛି କୁତ୍ରିମ ବନ୍ୟା ପରିସ୍ଥିତି । ସେହିପରି ଖେରଙ୍ଗ ଗାଁର ବସନ୍ତ ମଲ୍ଲିକଙ୍କ ଘର ଏକ ତଳିଆ ସ୍ଥାନରେ ଅବସ୍ଥିତ । ସେହି ବାଟ ଦେଇ ଗାଁ ଯାକର ବର୍ଷା ପାଣି ନିଷ୍କାସିତ ହୋଇଥାଏ । ମାତ୍ର ଗାଁ ରେ ଥିବା ସରକାରୀ ଜାଗାକୁ କିଛି ମୁଷ୍ଟିମେୟ ଲୋକ ଅବରୋଧ କରିବା ଫଳରେ ବସନ୍ତ ମଲ୍ଲିକଙ୍କ ଘର ନିକଟରେ ଗାଁ ଯାକର ପାଣି ଜମିବା ସହ ସୃଷ୍ଟି ହୋଇଛି କୁତ୍ରିମ ବନ୍ୟା ପରିସ୍ଥିତି ।

କେବଳ ସେତିକି ନୁହେଁ ବସନ୍ତ ମଲ୍ଲିକଙ୍କ ଘରେ ଦୁଇ ଫୁଟର ପାଣି ଲହଡ଼ା ଖେଳୁଛି । ଦୀର୍ଘ ୨ବର୍ଷ ହେବ ଏହି ସମସ୍ୟା ଲାଗି ରହିଛି । ସମସ୍ୟାର ସମାଧାନ ପାଇଁ ସରପଞ୍ଚଙ୍କ ଠାରୁ ଆରମ୍ଭ କରି ବିଡିଓ, ତହସିଲଦାରଙ୍କ ସହିତ ଜିଲ୍ଲାପାଳଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ କିଛି ସୁଫଳ ମିଳୁ ନ ଥିବା ଆଭିଯୋଗ କରିଛନ୍ତି ବସନ୍ତ । ବର୍ଷା ଜଳ ନିଷ୍କାସନ ପାଇଁ ଅନେକ ବିକଳ୍ପ ଥିଲେ ମଧ୍ୟ ରାଜନୈତିକ ହସ୍ତକ୍ଷେପ ଯୋଗୁଁ ସମାଧାନ ହୋଇ ପାରୁନି। ଦୁଇ ଗୋଷ୍ଠୀଙ୍କ ସହ ଆଲୋଚନା କରି ସମାଧାନର ବାଟ ବାହାର କରିବାକୁ ଚେଷ୍ଟା କରାଯାଉଥିବା କହିଛନ୍ତି ଚାନ୍ଦବାଲି ତହସିଲଦାର ଓ ଭାରପ୍ରାପ୍ତ ବିଡିଓ ।

Tags: chandabali Odisha water login

Post navigation

Previous ଅପରାଧୀଙ୍କ ବାର୍ଥଡେ’ କେକ୍ କାଟିଲେ ଥାନାବାବୁ, ଭିଡିଓ ଭାଇରାଲ
Next ପାରିବାରିକ ବିବାଦରୁ ବିକ୍ରି : ଭୁବନରୁ ଉଦ୍ଧାର ହେଲା ଶିଶୁ

ଅଧିକ କାହାଣୀ

  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ହାଇଲାଇଟ୍ ସମ୍ବାଦ

୧୮ ହଜାର ଟଙ୍କାରୁ ଅଧିକ ଛାତ୍ର ବୃତ୍ତି ପାଉଥିଲେ ମିଳିବନି ‘ସୁଭଦ୍ରା’ ଟଙ୍କା

October 19, 2025
  • ଅପରାଧ
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ହାଇଲାଇଟ୍ ସମ୍ବାଦ

ଦିଗପହଣ୍ଡିରେ ଖଣ୍ଡା ବୁଲାଇ ଯୁବକ ଗିରଫ

October 19, 2025
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର

ମଠକରଗୋଳା ଗାଁରେ ଅଘଟଣ : ବୃଦ୍ଧଙ୍କୁ ଘୋଷାଡ଼ି ନେଲା ଟ୍ରେନ୍

October 19, 2025

Recent Posts

  • ୧୮ ହଜାର ଟଙ୍କାରୁ ଅଧିକ ଛାତ୍ର ବୃତ୍ତି ପାଉଥିଲେ ମିଳିବନି ‘ସୁଭଦ୍ରା’ ଟଙ୍କା
  • ଦିଗପହଣ୍ଡିରେ ଖଣ୍ଡା ବୁଲାଇ ଯୁବକ ଗିରଫ
  • ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଅସ୍ତ୍ରବିରତି : ଆଲୋଚନା ପରେ ଉଭୟ ଦେଶର ସହମତି
  • ମଠକରଗୋଳା ଗାଁରେ ଅଘଟଣ : ବୃଦ୍ଧଙ୍କୁ ଘୋଷାଡ଼ି ନେଲା ଟ୍ରେନ୍
  • ପୁଣି ବ୍ଲୁ ଜର୍ସି ପିନ୍ଧିବେ ରୋକୋ ଯୋଡ଼ି : ଆଜିଠୁ ଇଣ୍ଡିଆ-ଅଷ୍ଟ୍ରେଲିଆ ୱାନ ଡେ ସିରିଜ ଆରମ୍ଭ
  • ଆସୁଛି ଆଉ ଏକ ଲଘୁଚାପ ! ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
  • ପୁଣି ଫୁଟିଲା ବନ୍ଧୁକ, ଗୁଳିକାଣ୍ଡ ଘଟାଇ ଦୁର୍ବୃତ୍ତ ଫେରାର
  • ବିହାର ରାଜନୀତି: ମହାମେଣ୍ଟର ସିଟ୍ ବୁଝମଣା ହୋଇପାରିଲାନି, ହୋଇପାରେ ଫ୍ରେଣ୍ଡଲି ଫାଇଟ
  • ବିକ୍ରି ହେବ ବିରାଟ କୋହଲିଙ୍କ ଦଳ ଆରସିବି: କିଣି ପାରନ୍ତି ଏହି ବଡ଼ ବ୍ୟବସାୟୀ
  • ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀଙ୍କ ଲାଗି ପ୍ରଚାର କରିବେ ନବୀନ
  • ନୂଆପଡ଼ା ଉପନିର୍ବାଚନ : ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ନୂଆପଡାରେ ବିପୁଳ ସମ୍ବର୍ଦ୍ଧନା
  • ଧନତେରସରେ ସୁନା ରୂପା ବଦଳରେ କିଣନ୍ତୁ ଏହି ଜିନିଷ : ମହାଲକ୍ଷ୍ମୀଙ୍କ ବର୍ଷିବ କୃପା
  • ନୂଆପଡ଼ା ଉପନିର୍ବାଚନ : ଆଜି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଭରିବେ ନାମାଙ୍କନ
  • ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାର ଷ୍ଟ୍ରାଇକ : ହମଲାରେ ୩ କ୍ରିକେଟର ମୃତ
  • ଭୁବନେଶ୍ୱରରେ ଲୋମହର୍ଷଣକାରୀ ଘଟଣା : ନାବାଳିକା ଗଣଦୁଷ୍କର୍ମର ଶିକାର ଅଭିଯୋଗ
Tweets by NandighoshaTV

ନଜର ପକାନ୍ତୁ

  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ହାଇଲାଇଟ୍ ସମ୍ବାଦ

୧୮ ହଜାର ଟଙ୍କାରୁ ଅଧିକ ଛାତ୍ର ବୃତ୍ତି ପାଉଥିଲେ ମିଳିବନି ‘ସୁଭଦ୍ରା’ ଟଙ୍କା

October 19, 2025
  • ଅପରାଧ
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର
  • ହାଇଲାଇଟ୍ ସମ୍ବାଦ

ଦିଗପହଣ୍ଡିରେ ଖଣ୍ଡା ବୁଲାଇ ଯୁବକ ଗିରଫ

October 19, 2025
  • ଅନ୍ତର୍ଜାତୀୟ
  • ତାଜା ଖବର
  • ମୁଖ୍ୟ ଖବର

ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଅସ୍ତ୍ରବିରତି : ଆଲୋଚନା ପରେ ଉଭୟ ଦେଶର ସହମତି

October 19, 2025
  • ଓଡ଼ିଶା
  • ତାଜା ଖବର
  • ମୁଖ୍ୟ ଖବର

ମଠକରଗୋଳା ଗାଁରେ ଅଘଟଣ : ବୃଦ୍ଧଙ୍କୁ ଘୋଷାଡ଼ି ନେଲା ଟ୍ରେନ୍

October 19, 2025
Tweets by NandighoshaTV

Address

ଟ୍ୟାଗ୍ସ

Accident America Balasore bcci bhadrak BHUBANESWAR BIHAR BJD BJP BMC bollywood China cm naveen patnaik CONGRESS corona coronavirus covid-19 COVID19 Cricket Crime CUTTACK DEATH DELHI Ganjam INDIA JAJPUR mumbai MURDER NANDIGHOSHA TV NandighoshaTv Narendra Modi Naveen Patnaik New Delhi Odisha Odisha Assembly Pakistan Politics PURI rahul gandhi RAIN rourkela RUSSIA SAMBALPUR SUPREME COURT WEATHER

  • Contact
  • Privacy Policy
  • Complaint Redressal
  • entertainment
  • Facebook
  • Twitter
  • Youtube
  • Instagram
© 2022 NandighoshaTV. All rights reserved. | Newsphere by AF themes.